ଅପରାଧରାଜ୍ୟ

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ OCCL ସିନିୟର ମ୍ୟାନେଜର ରଞ୍ଜନ ଡାଙ୍ଗଙ୍କ ଘରେ ଭିଜିଲାନ୍ସ ରେଡ୍‌

ସତ୍ୟଶିଖା(ସମ୍ବଲପୁର )୨୦.୦୯ .୨୦୨୧:ଭିଜିଲାନ୍ସ ଜାଲରେ OCCL ସିନିୟର ମ୍ୟାନେଜର ରଞ୍ଜନ ଡାଙ୍ଗ । ସିନିୟର ମ୍ୟାନେଜର ରଂଜନ ଡାଙ୍ଗଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ରେଡ ଜାରି ରହିଛି । ସମ୍ବଲପୁର ସ୍ଥିତ ଚୈତନ୍ୟନଗର ଘର ସହ ବିଭିନ୍ନ ସ୍ଥାନରେ ରେଡ ଜାରି ରଖିଛି ଭିଜିଲାନ୍ସ ।

ଖବର ଅନୁଯାୟୀ, ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ OCCL ସିନିୟର ମ୍ୟାନେଜର ରଞ୍ଜନ ଡାଙ୍ଗଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ରେଡ୍‌ ଜାରି କରାଯାଇଛି । ଏକାକାଳୀନ ବିଭିନ୍ନ ସ୍ଥାନରେ ରେଡ୍ କରାଯାଉଛି । ତେବେ ବର୍ତ୍ତମାନ ସୁଦ୍ଧା କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି । ସେନେଇ କିଛି ସ୍ପଷ୍ଟ ସୂଚନା ମିଳିନାହିଁ ।

Show More
Back to top button