ସତ୍ୟଶିଖା(ଜଳେଶ୍ୱର )୧୮.୦୬. ୨୦୨୨ : ବିଡିଓଙ୍କ ଘରେ ପଶିଲା ଭିଜିଲାନ୍ସ। ଆୟ ବହିର୍ଭୁତ ସମ୍ପତି ଠୁଳ ମାମଲାରେ ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ବିଡ଼ିଓ ଅଶ୍ୱିନୀ କୁମାର ଦାସଙ୍କ ଘରେ ଆଜି ସକାଳୁ ସକାଳୁ ପଶିଛି ଭିଜିଲାନ୍ସ ଟିମ୍ । ରାଜ୍ୟରେ ଏକକାଳୀନ ୬ଟି ଜାଗାରେ ଚଢ଼ାଉ ଜାରି ରହିଥିବାର ସୂଚନା ମିଳିଛି।
ଜଳେଶ୍ୱର ବିଡିଓ ଅଶ୍ୱିନୀ କୁମାର ଦାସଙ୍କ ଘରେ ଭିଜିଲାନ୍ସ ଟିମ୍
