ନ୍ୟୁଜ୍ରାଜ୍ୟ

ସଂସ୍କୃତି ବିଭାଗ ସଚିବ ହେଲେ ରଞ୍ଜନ ଦାସ

ସତ୍ୟଶିଖା(ଭୁବନେଶ୍ୱର) ୧୩.୧୧.୨୦୨୧:  ଓଡ଼ିଆ ଭାଷା,ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦ୍ଦେଶକ ତଥା ଅତିରିକ୍ତ ସଚିବ ଆଇଏଏସ୍ ରଞ୍ଜନ କୁମାର ଦାସଙ୍କୁ ବିଭାଗର ସଚିବ ଭାବେ କାର୍ଯ୍ୟ କରିବାକୁ ରାଜ୍ୟ ସରକାର ଅନୁମତି ଦେଇଛନ୍ତି।
ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଓଡ଼ିଆ ଭାଷା,ସାହିତ୍ୟ ଓ ସଂସ୍କୃତି ବିଭାଗର ସଚିବ ସୁରେଶ କୁମାର ଦଳେଇଙ୍କୁ ଉତ୍ତରାଂଚଳ ରାଜସ୍ୱ କମିଶନର ଭାବେ ସମ୍ବଲପୁର ବଦଳି କରାଯାଇଛି। ତାଙ୍କ ସ୍ଥାନରେ ଶ୍ରୀ ଦାସଙ୍କୁ  ବିଭାଗର ଦାୟିତ୍ୱ ତୁଲାଇବାକୁ କୁହାଯାଇଛି । ଓଡ଼ିଆ ଭାଷା,ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦ୍ଦେଶକ ତଥା ଅତିରିକ୍ତ ସଚିବ ଆଇଏଏସ୍ ରଞ୍ଜନ କୁମାର ଦାସଙ୍କୁ ବିଭାଗର ସଚିବ ଭାବେ କାର୍ଯ୍ୟ କରିବାକୁ ରାଜ୍ୟ ସରକାର ଅନୁମତି ଦେଇଛନ୍ତି।
ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଓଡ଼ିଆ ଭାଷା,ସାହିତ୍ୟ ଓ ସଂସ୍କୃତି ବିଭାଗର ସଚିବ ସୁରେଶ କୁମାର ଦଳେଇଙ୍କୁ ଉତ୍ତରାଂଚଳ ରାଜସ୍ୱ କମିଶନର ଭାବେ ସମ୍ବଲପୁର ବଦଳି କରାଯାଇଛି। ତାଙ୍କ ସ୍ଥାନରେ ଶ୍ରୀ ଦାସଙ୍କୁ  ବିଭାଗର ଦାୟିତ୍ୱ ତୁଲାଇବାକୁ କୁହାଯାଇଛି ।

Show More
Back to top button